ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଆରମ୍ଭ ହେବ ଫର୍ମ ପୂରଣ: ୨୨ ତାରିଖ ଯାଏଁ ଫର୍ମପୂରଣ କରିପାରିବେ ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ

ନଭେମ୍ବର ୮ରୁ ୨୨ ତାରିଖ ଯାଏଁ ଫର୍ମପୂରଣ କରିପାରିବେ ଛାତ୍ରଛାତ୍ରୀ । ଉଭୟ ରେଗୁଲାର, ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ସମସ୍ତେ କେବଳ ଅନଲାଇନରେ ଫର୍ମ ପୂରଣ କରିବେ ।

2

Matric Exam Form Fill-Up Begins Today Photograph: (kanaknews)

କନକ ବ୍ୟୁରୋ: ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଆରମ୍ଭ ହେବ ଫର୍ମ ପୂରଣ । ରେଗୁଲାର,ଏକ୍ସ-ରେଗୁଲାର ପରୀକ୍ଷା ପାଇଁ ହେବ ଫର୍ମପୂରଣ । ନଭେମ୍ବର ୮ରୁ ୨୨ ତାରିଖ ଯାଏଁ ଫର୍ମପୂରଣ କରିପାରିବେ ଛାତ୍ରଛାତ୍ରୀ । ଉଭୟ ରେଗୁଲାର, ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ସମସ୍ତେ କେବଳ ଅନଲାଇନରେ ଫର୍ମ ପୂରଣ କରିବେ । bseodisha.ac.in ରେ ଲଗ୍‌ ଅନ୍‌ କରି ଆବେଦନ କରିପାରିବେ ଛାତ୍ରଛାତ୍ରୀ । ସେହିପରି ସଂସ୍କୃତ ଟୋଲ୍ ପରୀକ୍ଷାର୍ଥୀ ମାନେ ନଭେମ୍ବର ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ଅଫଲାଇନରେ ଫର୍ମ ପୂରଣ କରିବେ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe