କନକବ୍ୟୁରୋ : ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ । ଏଥିପାଇଁ ପୀରକ୍ଷା ସରିବା ପରେ ଖୁବଶୀଘ୍ର ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ଶୀଘ୍ର ସାରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ତ୍ରୁଟି ଏଡେଇବାକୁ ବିଭାଗ ପକ୍ଷରୁ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମାଟ୍ରିକ୍ ପରୀକ୍ଷା ଶେଷ ଦିନରେ ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବଡ଼ ସୂଚନା ଦେଇଛନ୍ତି । ଚଳିଥ ବର୍ଷ ଫେବ୍ରୁଆରୀ ୧୯ ତାରିଖଠାରୁ ମାର୍ଚ୍ଚ ୨ ତାରିଖ ଯାଏ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହେଉଛି । ଶେଷ ଦିନରେ ଛାତ୍ରଛାତ୍ରୀମାନେ ଗଣିତ ପରୀକ୍ଷା ଦେଉଛନ୍ତି ।
ସରିଲା ମାଟ୍ରିକ ପରୀକ୍ଷା : ଶେଷ ଦିନରେ ଗଣିତ ପରୀକ୍ଷା ଦେଲେ ସାଢ଼େ ୫ଲକ୍ଷ ପରୀକ୍ଷାର୍ଥୀ
ମେ ପ୍ରଥମ କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ । ଏଥିପାଇଁ ପୀରକ୍ଷା ସରିବା ପରେ ଖୁବଶୀଘ୍ର ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ଶୀଘ୍ର ସାରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।
/kanak/media/media_files/2026/03/02/matric-exam-2026-03-02-12-38-51.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)