ସରିଲା ମାଟ୍ରିକ ପରୀକ୍ଷା : ଶେଷ ଦିନରେ ଗଣିତ ପରୀକ୍ଷା ଦେଲେ ସାଢ଼େ ୫ଲକ୍ଷ ପରୀକ୍ଷାର୍ଥୀ

Advertisment

ମେ ପ୍ରଥମ  କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ । ଏଥିପାଇଁ ପୀରକ୍ଷା ସରିବା ପରେ ଖୁବଶୀଘ୍ର ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ଶୀଘ୍ର ସାରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।

ମେ ପ୍ରଥମ  କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ । ଏଥିପାଇଁ ପୀରକ୍ଷା ସରିବା ପରେ ଖୁବଶୀଘ୍ର ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ଶୀଘ୍ର ସାରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ।

matric exam

Photograph: (kanaknews)

କନକବ୍ୟୁରୋ : ମେ ପ୍ରଥମ  କିମ୍ୱା ଦ୍ୱିତୀୟ ସପ୍ତାହରେ ବାହାରିବା ମାଟ୍ରିକ୍ ରେଜଲ୍ଟ । ଏଥିପାଇଁ ପୀରକ୍ଷା ସରିବା ପରେ ଖୁବଶୀଘ୍ର ଆରମ୍ଭ ହେବ ଖାତା ଦେଖା । ଖାତା ଦେଖା ଶୀଘ୍ର ସାରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ତ୍ରୁଟି ଏଡେଇବାକୁ ବିଭାଗ ପକ୍ଷରୁ ବିଶେଷ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମାଟ୍ରିକ୍ ପରୀକ୍ଷା ଶେଷ ଦିନରେ ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବଡ଼ ସୂଚନା ଦେଇଛନ୍ତି । ଚଳିଥ ବର୍ଷ ଫେବ୍ରୁଆରୀ ୧୯ ତାରିଖଠାରୁ ମାର୍ଚ୍ଚ ୨ ତାରିଖ ଯାଏ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହେଉଛି । ଶେଷ ଦିନରେ ଛାତ୍ରଛାତ୍ରୀମାନେ ଗଣିତ ପରୀକ୍ଷା ଦେଉଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe