ଖସୁଛି ପାରଦ, ବଢ଼ୁଛି ଶୀତ; ସାରା ରାଜ୍ୟରେ ଥଣ୍ଡାର ପ୍ରକୋପ

Advertisment

ପାରଳାଖେମୁଣ୍ଡି ସହରରେ ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ପଡ଼ିଛି । ସକାଳୁ ସକାଳୁ ଖେଳପଡିଆରେ ଲୋକଙ୍କ ଭିଡ଼ ଜମୁଛି । ଯୋଗ, ଜଗଗିଂ କରି ନିଜକୁ ଫିଟ୍‌ ରଖିବାକୁ ଅଭ୍ୟାସ କରୁଛନ୍ତି ଲୋକ ।

ପାରଳାଖେମୁଣ୍ଡି ସହରରେ ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ପଡ଼ିଛି । ସକାଳୁ ସକାଳୁ ଖେଳପଡିଆରେ ଲୋକଙ୍କ ଭିଡ଼ ଜମୁଛି । ଯୋଗ, ଜଗଗିଂ କରି ନିଜକୁ ଫିଟ୍‌ ରଖିବାକୁ ଅଭ୍ୟାସ କରୁଛନ୍ତି ଲୋକ ।

Cold Wave

Cold Wave Photograph: (Kanak News)

କନକ ବ୍ୟୁରୋ : ଥଣ୍ଡାରେ ଥରୁଛି ସାରା ଓଡ଼ିଶା । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ପ୍ରବଳ ଶୀତ ଯୋଗୁ ଜନଜୀବନ ବାଧାପ୍ରାପ୍ତ ହୋଇଛି । କୁହୁଡ଼ି ଆସ୍ତରଣରେ ସାରା ସହର । ଯାତାୟତ ବାଧାପ୍ରାପ୍ତ ହୋଇଛି । ପାରଳାଖେମୁଣ୍ଡି ସହରରେ ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ପଡ଼ିଛି । ସକାଳୁ ସକାଳୁ ଖେଳପଡିଆରେ ଲୋକଙ୍କ ଭିଡ଼ ଜମୁଛି । ଯୋଗ, ଜଗଗିଂ କରି ନିଜକୁ ଫିଟ୍‌ ରଖିବାକୁ ଅଭ୍ୟାସ କରୁଛନ୍ତି ଲୋକ । ଶୀତରୁ ରକ୍ଷା ପାଇବା ପାଇଁ ଲୋକମାନେ ନିଆଁ ପୋଉଁଥିବା ଦେଖିବାକୁ ମିଳିଛି ।

ଅଧିକ ପଢ଼ନ୍ତୁ : ରାଜ୍ୟରେ କମିଛି ଶୀତର ତାପମାତ୍ରା : ଆସନ୍ତା ୩ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିପାରେ

ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ ଝାଡ଼ସୁଗୁଡ଼ା ଜିଲ୍ଲାରେ ସକାଳୁ କୁହୁଡ଼ିର ଆସ୍ତରଣ ଦେଖାଯିବ। ରାଜ୍ୟରେ ଶୀତ ପ୍ରକୋପ କମିଥିବା ବେଳେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଝାରସୁଗୁଡ଼ାଠାରେ ୧୧.୫ ଡିଗ୍ରି ରେକର୍ଡ ହୋଇଛି ।  ଏଥିସହ ଦାରିଙ୍ଗିବାଡ଼ିରେ ୧୨.୫ ଡିଗ୍ରି ରାତି ତାପମାତ୍ରା ରହିଥିଲା। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୪ ଡିଗ୍ରି ବୃଦ୍ଧି ପାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe