କନକବ୍ୟୁରୋ : ଉପକୂଳରେ ପ୍ରବଳ ବର୍ଷା। ଆଗାମୀ ୩ ଘଣ୍ଟା ପର୍ୟ୍ୟନ୍ତ ଉପକୂଳର ଓଡ଼ିଶାର ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର ଓ ଭଦ୍ରକର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ିଘଡ଼ି ନେଇ ସତର୍କତା ଅବଲମ୍ବନ କରିବାକୁ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

Advertisment