ଆଗାମୀ ୩ ଘଣ୍ଟା ଉପକୂଳ ଓଡ଼ିଶା ପାଇଁ ସତର୍କ ଘଣ୍ଟି, ସର୍ତକ ସୂଚନା ଜାରି କଲା ପାଣିପାଗ ବିଭାଗ

Advertisment

ଉପକୂଳରେ ପ୍ରବଳ ବର୍ଷା। ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଉପକୂଳର ଓଡ଼ିଶାର ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର ଓ ଭଦ୍ରକର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

1222

କନକବ୍ୟୁରୋ : ଉପକୂଳରେ ପ୍ରବଳ ବର୍ଷା। ଆଗାମୀ ୩ ଘଣ୍ଟା ପର୍ୟ୍ୟନ୍ତ ଉପକୂଳର ଓଡ଼ିଶାର ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର ଓ ଭଦ୍ରକର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଘଡ଼ିଘଡ଼ି ନେଇ ସତର୍କତା ଅବଲମ୍ବନ କରିବାକୁ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe