ରାଜଗାଙ୍ଗପୁରରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । କରମା ପୂଜା ବେଳେ ୩ଜଣ ଯୁବକ ଗଣଦୁଷ୍କର୍ମ ନେଇ ଥାନାରେ ମାମଲା

Advertisment

ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ରାଜଗାଙ୍ଗପୁରର କୁତ୍ରା ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି ।

ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ରାଜଗାଙ୍ଗପୁରର କୁତ୍ରା ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି ।

Rajgangpur

କନକ ବ୍ୟୁରୋ : ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ । ରାଜଗାଙ୍ଗପୁରର କୁତ୍ରା ଥାନା ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ୩ ଜଣ ଯୁବକ ନାବଳିକାକୁ ଗଣଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ । କରମା ପୂଜା ବେଳେ ନାବାଳିକାକୁ ଗଣଦୁଷ୍କର୍ମ କରାଯାଇଛି । ପୀଡ଼ିତାଙ୍କ ରେକର୍ଡ ବୟାନ କରିଛି ପୋଲିସ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe