କନକ ବ୍ୟୁରୋ: ପୁଣି ଆସିଲା ମହିଳା ନିର୍ଯାତନାର ଆଉ ଏକ ଛାତିଥରା ଘଟଣା । ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ଦୁର୍ବୃତ୍ତ । ସାଇକେଲ ରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି ।
ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ମଜସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ବଳଙ୍ଗା ପୋଲିସ ର ଛାନ ଭିନ୍। ବାଲେଶ୍ବର ଏଫ୍ଏମ୍ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବାବେଳେ ଏବେ ନିମାପଡ଼ାର ଏ ଘଟଣା ସଭ୍ୟ ସମାଜ ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/07/19/student-2025-07-19-10-40-16.jpg)