ଗାଡ଼କଣ ବସ୍ତିରେ ପିଏମ୍ ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରିବେ ମୋଦୀ: ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ପାଇଁ ଗାଡ଼କଣ ଶବର ସାହିରେ ବ୍ୟାପକ ପ୍ରସ୍ତୁତି

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ଵାଗତ ପାଇଁ ଚଳଚଂଚଳ ଭୁବନେଶ୍ଵର ଗାଡକଣ ଶବର ସାହି। ହିତାଧିକାରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ। ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ବିମାନ ବନ୍ଦରରେ ପହଂଚିବା ପରେ ସିଧାସଳଖ ପହଞ୍ଚିବେ ଗାଡକଣ ଶବର ସାହିରେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ଵାଗତ ପାଇଁ ଚଳଚଂଚଳ ଭୁବନେଶ୍ଵର ଗାଡକଣ ଶବର ସାହି। ହିତାଧିକାରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ। ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ବିମାନ ବନ୍ଦରରେ ପହଂଚିବା ପରେ ସିଧାସଳଖ ପହଞ୍ଚିବେ ଗାଡକଣ ଶବର ସାହିରେ।

wdw

କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ଵାଗତ ପାଇଁ ଚଳଚଂଚଳ ଭୁବନେଶ୍ଵର ଗାଡକଣ ଶବର ସାହି। ହିତାଧିକାରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ। ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ବିମାନ ବନ୍ଦରରେ ପହଂଚିବା ପରେ ସିଧାସଳଖ ପହଞ୍ଚିବେ ଗାଡକଣ ଶବର ସାହିରେ। ପିଏମ ଆବାସ ହିତାଧିକାରୀ ଆନ୍ତର୍ୟ୍ୟମୀ ନାୟକଙ୍କ ଆବାସ ଗୃହ ଉଦ୍‌ଘାଟନ କରିବା ସହ ପାଖାପାଖି ୩୦ମିନିଟ୍‌ ଧରି ୨୦ଜଣ ପିଏମ ଆବାସ ପାଇଥିବା ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ। ଗାଡକଣ ଶବର ସାହିର ୧୨୦ ଜଣ ପରିବାର ମଧ୍ୟରୁ ପିଏମ ଆବାସ ହିତାଧିକାରୀ ଭାବରେ ୩୬ ଜଣଙ୍କୁ ଯୋଗ୍ୟ ବିବେଚିତ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ କାଉଣ୍ଟ ଡାଉନ୍ ଆରମ୍ଭ ହୋଇଥିବା ବେଳେ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି। ଗାଡକଣ ଶବର ସାହିରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଏବଂ ଶେଷ ହୋଇଛି କ୍ୟାରେକଡ ରିହଲସେଲ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe