କନକ ବ୍ୟୁରୋ : ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ୱାକ୍ଷରିତ ହୋଇଛି । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେବା ସହ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ । ୧.୩ କୋଟି ପରିବାରକୁ ଆୟୁଷ୍ମାନ ଭାରତ କାର୍ଡ ମିଳିବ । ୱାନ ନେସନ୍ ୱାନ୍ ହେଲଥ କାର୍ଡ ଯୋଜନାର ପରିସରଭୁକ୍ତ । ୩୦ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ରହିବ । ସାରା ଭାରତରେ ଏହି କାର୍ଡ କାର୍ୟ୍ୟକାରୀ ହେବ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ