ସ୍ତ୍ରୀ ମୃତଦେହ ହସ୍ପିଟାଲରେ ଛାଡ଼ି ସ୍ବାମୀ ଫେରାର, ଭୁବନେଶ୍ବର ମଞ୍ଚେଶ୍ବର ଅଞ୍ଚଳର ଗୁପ୍ତେଶ୍ବର ବେହେରାଙ୍କ ବିରୋଧରେ ହତ୍ୟା ଅଭିଯୋଗ

ମୃତଦେହ ଛାଡି ପଳାଇଲା ସ୍ବାମୀ । ଏପରି ଏକ ଅଭାବନୀୟ ଖବର ଆସିଛି ରାଜଧାନୀ ଭୁବନେଶ୍ବର ଅଞ୍ଚଳରୁ ।

ମୃତଦେହ ଛାଡ଼ି ସ୍ବାମୀ ଫେରାର

ମୃତଦେହ ଛାଡ଼ି ସ୍ବାମୀ ଫେରାର Photograph: (kanaknews)

କନକ ବ୍ୟୁରୋ: ମୃତଦେହ ଛାଡି ପଳାଇଲା ସ୍ବାମୀ । ଏପରି ଏକ ଅଭାବନୀୟ ଖବର ଆସିଛି ରାଜଧାନୀ ଭୁବନେଶ୍ବର ଅଞ୍ଚଳରୁ । ମୃତକ ହେଉଛନ୍ତି ନନ୍ଦିତା ବେହେରା । ସ୍ତ୍ରୀର ତଣ୍ଟିଚିପି ହତ୍ୟା ପରେ ସ୍ବାମୀ ଗୁପ୍ତେଶ୍ବର ବେହେରା ମୃତଦେହକୁ ନେଇ କ୍ୟାପିଟାଲ ହସ୍ପିଟାଲ ଯାଇଥିଲେ । ଆଉ ସେଠାରେ ମୃତଦେହକୁ ଛାଡି ପଳାଇଥିବା ଅଭିଯୋଗ ହୋଇଛି । 

ଗତରାତିରେ କୌଣସି କାରଣକୁ ନେଇ ସ୍ୱାମୀ-ସ୍ତ୍ରୀ ମଧ୍ୟରେ ଝଗଡା ହୋଇଥିଲା । ପରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । 
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe