କାଲି ଓଡିଶା ଆସିବେ ନଡ୍ଡା  । ରାଜ୍ୟ ବିଜେପି ସଦସ୍ୟତା ଅଭିଯାନକୁ ଦେବେ ବଳ

Advertisment

ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ରାଜ୍ୟ ବିଜେପି ସଦସ୍ୟତା ଅଭିଯାନକୁ ବଳ ଦେବେ ଜେପି ନଡ୍ଡା । ଦଳୀୟ ବିଧାୟକ, ସାଂସଦ, ରାଜ୍ୟ ପଦାଧିକାରୀଙ୍କ ସହ ବୈଠକରେ ସାମିଲ ହେବେ ।

ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ରାଜ୍ୟ ବିଜେପି ସଦସ୍ୟତା ଅଭିଯାନକୁ ବଳ ଦେବେ ଜେପି ନଡ୍ଡା । ଦଳୀୟ ବିଧାୟକ, ସାଂସଦ, ରାଜ୍ୟ ପଦାଧିକାରୀଙ୍କ ସହ ବୈଠକରେ ସାମିଲ ହେବେ ।

gùgû

କନକ ବ୍ୟୁରୋ : ଆସନ୍ତାକାଲି ଓଡିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ରାଜ୍ୟ ବିଜେପି ସଦସ୍ୟତା ଅଭିଯାନକୁ ବଳ ଦେବେ ଜେପି ନଡ୍ଡା । ଦଳୀୟ ବିଧାୟକ, ସାଂସଦ, ରାଜ୍ୟ ପଦାଧିକାରୀଙ୍କ ସହ ବୈଠକରେ ସାମିଲ ହେବେ । ଏନେଇ ଦଳୀୟ ସୂତ୍ରରୁ ସୂଚନା ମିଳିଛି । 

ବର୍ତ୍ତମାନ ରାଜ୍ୟର ସଦସ୍ୟତା ଅଭିଯାନ ଜାରି ରହିଛି ଏବଂ ଏକ କୋଟି ସଦସ୍ୟ ସଂଗ୍ରହ କରିବା ଲକ୍ଷ ରଖିଛି ରାଜ୍ୟ ବିଜେପି । ଆସନ୍ତାକାଲି ରାଜ୍ୟ ବିଜେପିକୁ ବଳ ଯୋଗାଇବା ପାଇଁ ଆସୁଛନ୍ତି ନଡ୍ଡା 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe