ଆଜିଠାରୁ ମାଆଙ୍କ ନବରାତ୍ରୀ ପୂଜା । ନିଜ ନିଜ ଘରେ ମାଆଙ୍କୁ ସ୍ଥାପନା କରି ୯ ଦନର ବ୍ରତ ପାଳିିବେ ଶ୍ରଦ୍ଧାଳୁ

ବିଭିନ୍ନ ଶକ୍ତି ପୀଠ ଗୁଡିକରେ ଶ୍ରଦ୍ଧାଳୁ ମାନଙ୍କ ଭିଡ ବଢିବାରେ ଲାଗିଛି । ନିଜର ମନସ୍କାମନା ପୂରଣ ପାଇଁ ଆଜିଠାରୁ ନିଜ ନିଜ ଘରେ ମା’ଙ୍କ ସ୍ଥାପନା କରି ୯ ଦିନର ବ୍ରତ ପାଳନ ମଧ୍ୟ କରିବେ ଶ୍ରଦ୍ଧାଳୁ । ଦେଶର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ରୀତିନୀତି ପୂଜା ଆରମ୍ଭ

òK\iòi\ò

କନକ ବ୍ୟୁରୋ : ଆଜିଠୁ ମା’ଙ୍କ ନବରାତ୍ରୀ ପୂଜା । ଏଥିପାଇଁ ସାରା ଦେଶର ପ୍ରସିଦ୍ଧ ଶକ୍ତିପୀଠ ଚଳଚଞ୍ଚଳ ହୋଇଉଠିଛି । ଭୋର ସମୟରୁ ମା'ଙ୍କ ପୂଜାର୍ଚ୍ଚନା କରାଯାଇଛି ।  ବିଭିନ୍ନ ଶକ୍ତି ପୀଠ ଗୁଡିକରେ ଶ୍ରଦ୍ଧାଳୁ ମାନଙ୍କ ଭିଡ ବଢିବାରେ ଲାଗିଛି । ନିଜର ମନସ୍କାମନା ପୂରଣ ପାଇଁ ଆଜିଠାରୁ ନିଜ ନିଜ ଘରେ ମା’ଙ୍କ ସ୍ଥାପନା କରି ୯ ଦିନର ବ୍ରତ ପାଳନ ମଧ୍ୟ କରିବେ ଶ୍ରଦ୍ଧାଳୁ । ଦେଶର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ରୀତିନୀତି ପୂଜା ଆରମ୍ଭ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe