ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ । ୧୦ ଲକ୍ଷ ଲୋକ କରିଛନ୍ତି ଆବେଦନ

Advertisment

ପ୍ରାୟ ୧୦ ଲକ୍ଷ ଲୋକ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି । ବର୍ତ୍ତମାନ ରାସନ କାର୍ଡର ଇ-କେୱାଇସି ଚାଲିଛି । ଯାଞ୍ଚ ପରେ ଏଥିରୁ ଅନେକ ଅଯୋଗ୍ୟ ବାହାରିବେ । ଏହା ପରେ ନୂଆ ହିତାଧିକାରୀଙ୍କୁ ରାସନକାର୍ଡ ଦିଆଯିବ ।

ପ୍ରାୟ ୧୦ ଲକ୍ଷ ଲୋକ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି । ବର୍ତ୍ତମାନ ରାସନ କାର୍ଡର ଇ-କେୱାଇସି ଚାଲିଛି । ଯାଞ୍ଚ ପରେ ଏଥିରୁ ଅନେକ ଅଯୋଗ୍ୟ ବାହାରିବେ । ଏହା ପରେ ନୂଆ ହିତାଧିକାରୀଙ୍କୁ ରାସନକାର୍ଡ ଦିଆଯିବ ।

ration card

କନକ ବ୍ୟୁରୋ : ନଭେମ୍ବରରେ ମିଳିବ ନୂଆ ରାସନ କାର୍ଡ । ଯେଉଁମାନେ ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି , ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ଦିଆଯିବ କାର୍ଡ । ପ୍ରାୟ ୧୦ ଲକ୍ଷ ଲୋକ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି । ବର୍ତ୍ତମାନ ରାସନ କାର୍ଡର ଇ-କେୱାଇସି ଚାଲିଛି । ଯାଞ୍ଚ ପରେ ଏଥିରୁ ଅନେକ ଅଯୋଗ୍ୟ ବାହାରିବେ । ଏହା ପରେ ନୂଆ ହିତାଧିକାରୀଙ୍କୁ ରାସନକାର୍ଡ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe