କନକ ବ୍ୟୁରୋ : ଅବସରପ୍ରାପ୍ତ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ଆସିଲା ନୂଆ ଗାଇଡଲାଇନ୍ । ପୁନଃ ନିଯୁକ୍ତି ପାଇଁ ଆସିଲା ନିୟମାବଳୀ । ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚୟନ କରିବେ ଉଚ୍ଚସ୍ତରୀୟ କମିଟି । ଅବସରକାଳୀନ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ । କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ, ବିସ୍ତୃତ ଗାଇଡଲାଇନ ଜାରି ହୋଇଛି । ମୁଖ୍ୟ ସଚିବ ଅଧ୍ୟକ୍ଷ, ଜିଏ ସଚିବ, ଅର୍ଥ ସଚିବ କମିଟି ସଦସ୍ୟ ପୁନଃ ନିଯୁକ୍ତି ଚୟନ କରିବେ ।
ତେବେ ୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ ରେକର୍ଡ଼ ଥିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ସୁଯୋଗ ଦିଆଯିବ । ପୁନଃ ନିଯୁକ୍ତି ପାଇବାକୁ ଥିବା ବ୍ୟକ୍ତି ଶାରୀରିକ ଭାବେ ଫିଟ୍ ରହିବା ଜରୁରୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/oLPGAuS3NBckla3SbsQe.jpg)