୨୪ ଘଣ୍ଟା ଖୋଲା ରହିବ ନିରାମୟ; ନହେଲେ କଡା କାର୍ଯ୍ୟାନୁଷ୍ଠାନ

ସରକାରୀ ହସ୍ପିଟାଲରେ ରୋଗୀଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର । ଏଥିରେ ଖିଲାପ ହେଲେ ହେବ କଡା କାର୍ଯ୍ୟାନୁଷ୍ଠାନ ହେବ । ଏଭଳି କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । 

Screen Shot 2024-11-20 at 3.03.33 PM

କନକ ବ୍ୟୁରୋ: ସରକାରୀ ହସ୍ପିଟାଲରେ ରୋଗୀଙ୍କ ପାଇଁ ୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର । ଏଥିରେ ଖିଲାପ ହେଲେ ହେବ କଡା କାର୍ଯ୍ୟାନୁଷ୍ଠାନ ହେବ । ଏଭଳି କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । 

୨୪ ଘଣ୍ଟା ଖୋଲା ରହିବ ନିରାମୟ କେନ୍ଦ୍ର । ଏହାର ଯେପରି ଖିଲାପ ନ ହୁଏ, ସେଥିପାଇଁ ସ୍କ୍ୱାର୍ଡ ଗଠନ କଲା ସାଧାରଣ ଉଦ୍ୟୋଗ ବିଭାଗ । ଅଧିକାରୀ ଅଚାନକ ନିରାମୟ ପରିଦର୍ଶନ କରିବେ । ନିରାମୟ ଖୋଲା ନଥିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଔଷଧ ନିଗମର ସମୀକ୍ଷା ବୈଠକର ଏହି ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର । ଔଷଧ ନିଗମର ଔଷଧ ଠିକଭାବେ ନିରାମୟକୁ ପହଞ୍ଚୁଛି କି ନାହିଁ , ନିରାମୟରେ ଯଥେଷ୍ଟ ଔଷଧ ଅଛି ନା ନାହଁ, ସେ ନେଇ ବୈଠକରେ ଆଲୋଚନା ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe