୧୨ ଲକ୍ଷ ଆୟ ପର୍ଯ୍ୟନ୍ତ ଦେବାକୁ ପଡିବନି ଇନକମ୍ ଟ୍ୟାକ୍ସ Photograph: (KanakNews )
କନକ ବ୍ୟୁରୋ: ଇନକମ୍ ଟ୍ୟାକ୍ସକୁ ନେଇ ବଡ଼ ଘୋଷଣା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆୟକରକୁ ନେଇ ବଡ଼ ଘୋଷଣା କରିଛନ୍ତି । ଯେଉଁଥିରେ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଟ୍ୟାକ୍ସ ଛାଡ କରିଛନ୍ତି ମୋଦୀ ସରକାର । ଏହାସହ ୧୨ରୁ ୧୬ ଲକ୍ଷ ଆୟ ପର୍ୟ୍ୟନ୍ତ ୧୫ ପ୍ରତିଶତ ଟ୍ୟାକ୍ସ, ୨୦ରୁ ୨୪ ଲକ୍ଷ ଆୟ ପର୍ୟ୍ୟନ୍ତ ୨୫ ପ୍ରତିଶତ ଟ୍ୟାକ୍ସ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ।
ଅର୍ଥମନ୍ତ୍ରୀଙ୍କ ସୂଚନା ମୁତାବକ, ବାର୍ଷିକ ୧୨ ଲକ୍ଷ ଆୟ ପର୍ୟ୍ୟନ୍ତ ଲୋକଙ୍କୁ କୌଣସି ଇନକମ୍ ଟ୍ୟାକ୍ସ ଦେବାକୁ ପଡିବନି । ନୂଆ ଟ୍ୟାକ୍ସ ସ୍ଲାବ୍ ବ୍ୟବସ୍ଥା ଅନୁସାରେ ଏହି ଘୋଷଣା କରାଯାଇଛି । ତେବେ ଏହା ପୂର୍ବରୁ ୭ ଲକ୍ଷ ଆୟ ପର୍ୟ୍ୟନ୍ତ କୌଣସି ଟ୍ୟାକ୍ସ ଦେବାକୁ ପଡୁନଥିଲା, ଯାହାକୁ ଏବେ ବୃଦ୍ଧି କରି ୧୨ ଲକ୍ଷ କରିଛନ୍ତି ମୋଦୀ ସରକାର । ତେବେ ୨୪ ଲକ୍ଷରୁ ଅଧିକ ଆୟ ଉପରେ ଏବେ ୩୦ ପ୍ରତିଶତ ଟ୍ୟାକ୍ସ ଦେବାକୁ ପଡିବ । ଏହାସହ ୧୫ରୁ ୨୦ ଲକ୍ଷ ଆୟ ଉପରେ ୨୦ ପ୍ରତିଶତ ଦେବାକୁ ପଡିବ ।
- 0-4 lakh - NIL or zero
- 4-8 lakh - 5%
- 8-12 lakh -10%
- 12-16 lakh - 15%
- 16-20 lakh - 20%
- 20-25 lakh: 25%
- Above 25 lakh- 30%
/kanak/media/media_files/2025/02/01/GW2mOyStJeaTKs5ecCfg.jpg) 
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg) 
  /kanak/media/member_avatars/2025/05/31/2025-05-31t055911608z-1001121283.png ) 
                                
                             Follow Us
 Follow Us/kanak/media/media_files/2025/02/01/7DnSYzDuUf9A2SvSvlnc.jpg)