ଖସୁଛି ପାରଦ ବଢ଼ୁଛି ଶୀତ; ଏଣିକି ଶନିବାର ସକାଳ ୧୦ଟାରେ ଖୋଲିବ ସ୍କୁଲ

କୋରାପୁଟ ଜିଲ୍ଲା ପାଇଁ ଏହି ନିୟମ ଲାଗୁ କରାଯାଇଛି । କୋରାପୁଟରେ ଶୀତର ଲହରି ଅଧିକ ଥିବା କାରଣରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର ।

No morning classes

କନକ ବ୍ୟୁରୋ : ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଏଣିକି ଶନିବାର ସକାଳ ୧୦ଟାରେ ଖୋଲିବ ସ୍କୁଲ । କୋରାପୁଟ ଜିଲ୍ଲା ପାଇଁ ଏହି ନିୟମ ଲାଗୁ କରାଯାଇଛି । କୋରାପୁଟରେ ଶୀତର ଲହରି ଅଧିକ ଥିବା କାରଣରୁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର । କୋରାପୁଟର ସବୁ ସ୍କୁଲକୁ ଜିଲ୍ଲା ଶିକ୍ଷା ଅଧିକାରୀ ଟିଠି ଲେଖିଛନ୍ତି ।

ଏଣିକି ଶନିବାର ସକାଳୁଆ ସ୍କୁଲ ହେବନି ବୋଲି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ସକାଳ ପରିବର୍ତ୍ତେ ୧୦ଟାରେ ସ୍କୁଲ ଖୋଲିବ । ୨୦୨୫ ଜାନୁଆରୀ ୧୫ ଯାଏଁ ଏହି ନିଷ୍ପତ୍ତି ଲାଗୁ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe