କନକ ବ୍ୟୁରୋ: ୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ନୂଆଖାଇ ପର୍ବ ଉପଲକ୍ଷେ ରାଜ୍ୟ ସରକାର ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି । ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ତା ସହିତ ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) ଗୁଡ଼ିକ ମଧ୍ୟ ଛୁଟି ରହିବ । ତେବେ ଆସନ୍ତା ୧୩ ତାରିଖ (ଦ୍ୱିତୀୟ ଶନିବାର)କୁ କିନ୍ତୁ ରାଜ୍ୟ ସରକାର କାର୍ଯ୍ୟ ଦିବସ ଭାବେ ଘୋଷଣା କରିଛନ୍ତି ।
/filters:format(webp)/kanak/media/media_files/2025/08/26/chuti-2025-08-26-14-51-39.jpeg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/08/26/chuti-ghosana-2025-08-26-14-53-18.jpg)