Big Breaking: ୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

Advertisment

୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ନୂଆଖାଇ ପର୍ବ ଉପଲକ୍ଷେ ରାଜ୍ୟ ସରକାର ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି । ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ତା ସହିତ ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) ଗୁଡ଼ିକ ମଧ୍ୟ ଛୁଟି ରହିବ ।

chuti ghosana

chuti ghosana

କନକ ବ୍ୟୁରୋ: ୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ନୂଆଖାଇ ପର୍ବ ଉପଲକ୍ଷେ ରାଜ୍ୟ ସରକାର ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି । ଏହିଦିନ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ତା ସହିତ ରାଜସ୍ୱ ଏବଂ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ) ଗୁଡ଼ିକ ମଧ୍ୟ ଛୁଟି ରହିବ । ତେବେ ଆସନ୍ତା ୧୩ ତାରିଖ (ଦ୍ୱିତୀୟ ଶନିବାର)କୁ କିନ୍ତୁ ରାଜ୍ୟ ସରକାର କାର୍ଯ୍ୟ ଦିବସ ଭାବେ ଘୋଷଣା କରିଛନ୍ତି ।

chuti
chuti

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe