ଫେବ୍ରୁଆରୀ ୧୩ ତାରିଖରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ଫେବ୍ରୁଆରୀ ୧୭ ତାରିଖରେ ଆସିବ ରାଜ୍ୟ ବଜେଟ୍

Advertisment

ଫେବ୍ରୁଆରୀ ୧୩ ତାରିଖରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ଫେବ୍ରୁଆରୀ ୧୭ ତାରିଖରେ ଆସିବ ରାଜ୍ୟ ବଜେଟ୍ । ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍ ଅଧିବେଶନ । ବଜେଟ୍ ଅଧିବେଶନରେ ମୋଟ ୨୮ଟି କାର୍ଯ୍ୟ ଦିବସ

ଫେବ୍ରୁଆରୀ ୧୩ ତାରିଖରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ । ଫେବ୍ରୁଆରୀ ୧୭ ତାରିଖରେ ଆସିବ ରାଜ୍ୟ ବଜେଟ୍ । ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ ବଜେଟ୍ ଅଧିବେଶନ । ବଜେଟ୍ ଅଧିବେଶନରେ ମୋଟ ୨୮ଟି କାର୍ଯ୍ୟ ଦିବସ

ଫେବ୍ରୁଆରୀ ୧୭ରେ ଓଡ଼ିଶା ବଜେଟ୍

ଫେବ୍ରୁଆରୀ ୧୭ରେ ଓଡ଼ିଶା ବଜେଟ୍ Photograph: (KanakNews )

କନକ ବ୍ୟୁରୋ: ଫେବ୍ରୁଆରୀ ୧୭ ତାରିଖରେ ଆସିବ ଓଡ଼ିଶା ବଜେଟ୍ । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାନସଭାରେ ଉପସ୍ଥାପନ କରିବେ ରାଜ୍ୟ ବଜେଟ୍ । ତେବେ ମିଳିଥିବା ସୂଚନା ମୁତାବକ, ଫେବ୍ରୁଆରୀ ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଯାହାକି ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ମୋଟ ୨୮ଟି କାର୍ଯ୍ୟ ଦିବସ ରହିଛି । ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଫେବ୍ରୁଆରୀ ୧୭ ତାରିଖରେ ଆସିବ ରାଜ୍ୟ ବଜେଟ୍ । ଯାହାକୁ ସାଢେ ଚାରି କୋଟି ଓଡ଼ିଆ ଅନେଇ ବସିଛନ୍ତି । ଖାସ୍ କରି ନୂଆ ବଜେଟରେ ଲୋକଙ୍କ ପାଇଁ କେଉଁ କେଉଁ ଯୋଜନା ଆରମ୍ଭ ହେବା ସହିତ, କେଉଁ ବିଭାଗ ପାଇଁ କେତେ ଅର୍ଥ ବ୍ୟୟ ବରାଦ କରାଯିବ, ତାହା ହିଁ ଗୁରୁତ୍ୱପୂର୍ଣ୍ଣ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe