BUDGET Photograph: (KANAK NEWS)
କନକ ବ୍ୟୁରୋ: ଆସିଲା ଅତିରିକ୍ତ ବଜେଟ୍ । ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି । ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟରେ ବିଭିନ୍ନ ବିଭାଗ ପାଇଁ ବ୍ୟୟବରାଦ କରିଛନ୍ତି ସରକାର ।
ଆହୁରି ପଢ଼ନ୍ତୁ : ଶୁଭଙ୍କରଙ୍କ ବିବାଦୀୟ ବୟାନ ; ‘ଶ୍ରୀମନ୍ଦିରକୁ ଗଲେ ଭାଙ୍ଗିଯାଏ ପ୍ରେମୀଯୁଗଳଙ୍କ ସଂପର୍କ’
ନଜର ପକାନ୍ତୁ, କେଉଁ ବିଭାଗକୁ କେତେ ଟଙ୍କା?
- ସ୍ବାସ୍ଥ୍ୟ କ୍ଷେତ୍ର ପାଇଁ ୧୧୬୪ କୋଟି
- ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ପାଇଁ ୫୩୧ କୋଟି
- ଖାଦ୍ୟ ଯୋଗାଣ ଏବଂ ଗ୍ରାହକ କଲ୍ୟାଣ ପାଇଁ ୪୩୨୯ କୋଟି
- ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ପାଇଁ ୬୧୬ କୋଟି
- କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ୧୬୭୩ କୋଟି
- ସହରୀ ବିକାଶ ପାଇଁ ୩୦୩ କୋଟି
- ଶିକ୍ଷା କ୍ଷେତ୍ର ପାଇଁ ୨୩୨୭ କୋଟି
- ମହିଳା ଓ ଶିଶୁ ବିକାଶ ପାଇଁ ୧୫୫୮ କୋଟି
- ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ସୂଚନା ପ୍ରଯୁକ୍ତି କ୍ଷେତ୍ର ପାଇଁ ୧୧୭ କୋଟି
- ଭିତ୍ତିଭୂମି ବିକାଶ ପାଇଁ ୧୯୫୫ କୋଟି
- ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ପାଇଁ ୫୭୬ କୋଟି
- ଶିଳ୍ପ ଏବଂ ଏମଏସଏମଇ ବିକାଶ ପାଇଁ ୩୩୭ କୋଟି
- ଓଡ଼ିଆ ଭାଷା, ସଂସ୍କୃତି ଏବଂ ହସ୍ତତନ୍ତ, ବୟନଶିଳ୍ପ ପାଇଁ ୩୬୩ କୋଟି
- ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନ ପାଇଁ ୩୧୬ କୋଟି
Follow Us