ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତା ୫ ବର୍ଷରେ ଓଡିଶାରେ ୫ ହଜାର କୋଟିର ନିବେଶ ଯୋଜନା

Advertisment

ଦୁଇ ଦିନିଆ ଗସ୍ତରେ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ। ଏହାସହ ଏକ ପୁଞ୍ଜିନିବେଶକାରୀଙ୍କ ସମ୍ମିଳନୀରେ ଯୋଗଦେଇ ଓଡ଼ିଶା ଆସିବା ପାଇଁ ନିବେଦନ କରିବେ । ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା ୨୦୨୫ କନକ୍ଲେଭ୍ ପାଇଁ ଦିନଧାର୍ଯ୍ୟ କରାଯାଇଛି ।

\Z\ZZ\

କନକ ବ୍ୟୁରୋ : ଆସନ୍ତା ୫ ବର୍ଷ ଓଡ଼ିଶାରେ ୫ଲକ୍ଷ କୋଟି ନିବେଶ ଯୋଜନା। ଦୁଇ ଦିନ ପାଇଁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଉଦ୍ୟମ ରହିବ ଓଡ଼ିଶାକୁ ବଡ଼ ସଂଖ୍ୟାରେ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା । ଦୁଇ ଦିନିଆ ଗସ୍ତରେ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ। ଏହାସହ ଏକ ପୁଞ୍ଜିନିବେଶକାରୀଙ୍କ ସମ୍ମିଳନୀରେ ଯୋଗଦେଇ ଓଡ଼ିଶା ଆସିବା ପାଇଁ ନିବେଦନ କରିବେ । ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ରେ ଉତ୍କର୍ଷ ଓଡ଼ିଶା, ମେକ୍ ଇନ୍ ଓଡ଼ିଶା ୨୦୨୫ କନକ୍ଲେଭ୍ ପାଇଁ ଦିନଧାର୍ଯ୍ୟ କରାଯାଇଛି । ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ପ୍ରାଥମିକତାର ସହ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା ହେବ । ଖୁସିର କଥା ଗତ ୧୦୦ ଦିନ ଭିତରେ ୪୫ ହଜାର କୋଟିର ପୁଞ୍ଜି ଓଡ଼ିଶାକୁ ଆସିସାରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe