ଅଗ୍ନିଶମ କର୍ମଚାରୀଙ୍କ ପାଇଁ ଖୁସି ଖବର; ଭତ୍ତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର

Advertisment

ଡାଏଟ ଭତ୍ତା ୯୦୦ରୁ ୧୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୋଟର ସାଇକେଲ ଭତ୍ତା ୩୦୦ରୁ ୧୦୫୦କୁ ବୃଦ୍ଧି, ମୋବିଲିଟି ଭତ୍ତା ୧୫୦ରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଡାଏଟ ଭତ୍ତା ୯୦୦ରୁ ୧୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୋଟର ସାଇକେଲ ଭତ୍ତା ୩୦୦ରୁ ୧୦୫୦କୁ ବୃଦ୍ଧି, ମୋବିଲିଟି ଭତ୍ତା ୧୫୦ରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

allowance increased

Photograph: (KanakNews )

କନକ ବ୍ୟୁରୋ : ବଢ଼ିଲା ଅଗ୍ନିଶମ କର୍ମଚାରୀଙ୍କ ଭତ୍ତା । ବିଭିନ୍ନ ଭତ୍ତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ଏନେଇ ମୁ୍‌ଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି । ଡାଏଟ ଭତ୍ତା ୯୦୦ରୁ ୧୪୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୋଟର ସାଇକେଲ ଭତ୍ତା ୩୦୦ରୁ ୧୦୫୦କୁ ବୃଦ୍ଧି, ମୋବିଲିଟି ଭତ୍ତା ୧୫୦ରୁ ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଦ୍ୱାରା ଉପକୃତ ହେବେ ୬ ହଜାର ୫୮ ଜଣ କର୍ମଚାରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe