ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ । ଅବସର ପରେ ପାଠ ପଢ଼ାଇବେ ଅଧ୍ୟାପକ ।

Advertisment

ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ । ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । 

ରାଜ୍ୟର ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ । ସୂଚନା ଦେଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । 

36dd

କନକ ବ୍ୟୁରୋ: ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ । ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ ବୋଲି ଆଜି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ମେଡ଼ିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍‌ ଥିବାବେଳେ ଏଣିକି ଅବସରପ୍ରାପ୍ତ ଅଧ୍ୟାପକ ପାଠ ପଢ଼ାଇବେ । ଦେଶ ବାହାରର ବିଭିନ୍ନ ବିଶ୍ବବିଦ୍ୟାଳୟର ଅଧ୍ୟାପକ ଅନଲାଇନରେ ପାଠ ପଢାଇବେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି । ତାଳଚେର ଓ କନ୍ଧମାଳରେ ପାଇପଲାଇନରେ ମେଡ଼ିକାଲ କଲେଜ ଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe