କନକ ବ୍ୟୁରୋ : ଆଜି ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍ଏସ୍ଟିଇଟି) ଆଜି ସକାଳ ୧୦ଟାରୁ ଆରମ୍ଭ ହୋଇ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିବ । ଉଭୟ ପେପର-୧ ଓ ପେପର-୨ ଗୋଟିଏ ସିଟିଂରେ କରାଯିବାକୁ ବୋର୍ଡ ପକ୍ଷରୁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସମସ୍ତ ପରୀକ୍ଷାର୍ଥୀଙ୍କ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ସଂପୂର୍ଣ୍ଣ ଆତ୍ମବିଶ୍ବାସ, ଏକାଗ୍ରତା ଓ ଧୈର୍ଯ୍ୟ ସହ ପରୀକ୍ଷା ଦେବାକୁ ପରାମର୍ଶ ଦେଇଛନ୍ତି ।
ଅଧିକ ପଢନ୍ତୁ.., ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ କଟକ ଜିଲ୍ଲା ଗସ୍ତ : ଅଧାରୁ ପାଠପଢା ଛାଡ଼ିଥିବା ପିଲାଙ୍କୁ ବିଦ୍ୟାଳୟକୁ ଆଣିବାକୁ କରାଯାଉଛି ବ୍ୟବସ୍ଥା
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2026/01/21/1-2026-01-21-08-30-59.png)