ଭିଜିଲାନ୍ସ ଜାଲରେ କଟକ ଖଣି ଉପନିର୍ଦ୍ଦେଶକ , ଗିରଫ ପରେ ୩ ଠିକଣାରେ ଚଢ଼ାଉ

Advertisment

ଜଣେ ବ୍ୟବସାୟୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । କଟକ ସର୍କଲର କଟକ ଖଣି ଉପନିର୍ଦ୍ଦେଶକ ଶ୍ରୀ ଦେବବ୍ରତ ମହାନ୍ତିଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି । ଖଣି ଉପନିର୍ଦ୍ଦେଶକଙ୍କ ତିନୋଟି ଠିକଣାରେ ଚଢ଼ାଉ ହୋଇଛି ।

Vigilance

Vigilance Photograph: (Kanak News)

କନକ ବ୍ୟୁରୋ :  ଭିଜିଲାନ୍ସ ଜାଲରେ କଟକ ସର୍କଲର ଖଣି ଉପନିର୍ଦ୍ଦେଶକ । ଜଣେ ବ୍ୟବସାୟୀଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । କଟକ ସର୍କଲର କଟକ ଖଣି ଉପନିର୍ଦ୍ଦେଶକ ଶ୍ରୀ ଦେବବ୍ରତ ମହାନ୍ତିଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି । ଖଣି ଉପନିର୍ଦ୍ଦେଶକଙ୍କ ତିନୋଟି ଠିକଣାରେ ଚଢ଼ାଉ ହୋଇଛି ।

ଅଧିକ ପଢନ୍ତୁ : ଭିଜିଲାନ୍ସ ଜାଲରେ କଟକ ସିଆର୍‌ଆର୍‌ଆଇ ଥାନା ଅଧିକାରୀ : ୪୦ ହଜାର ଲାଞ୍ଚ ନେବା ବେଳେ ଧରାପଡ଼ି‌ଲେ

ଜଣେ ଲାଇସେନ୍ସ ପ୍ରାପ୍ତ କୋଇଲା ବ୍ୟବସାୟୀଙ୍କ କାରବାରରେ ସହାୟତା ପାଇଁ ଖଣି ଉପନିର୍ଦ୍ଦେଶକ ଶ୍ରୀ ଦେବବ୍ରତ ମହାନ୍ତି ୩୦ ହଜାର ଟଙ୍କା ଲାଞ୍ଚ ମାଗୁଥିଲେ । ଏନେଇ ବ୍ୟବସାୟୀ ଭିଜିଲାନ୍ସକୁ ଜଣାଇବା ପରେ ଚଢ଼ାଉ କରାଯାଇଥିଲା । ଖଣି ଉପନିର୍ଦ୍ଦେଶକଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ ହୋଇଛି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe