ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ  ।  ସାରା ରାଜ୍ୟରେ ଦିନ ୨ ଟା ୧୬ ସୁଦ୍ଧା ମେରୀ ଲାଇଫ୍ ପୋର୍ଟାଲରେ ଅପଲୋଡ୍ ହୋଇଥିବା ଚାରା ସଂଖ୍ୟା ୧ କୋଟି ୪ ହଜାର ୪୦୯ ।

narendra modi

Photograph: (kanaknews)

କନକବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ  ।  ସାରା ରାଜ୍ୟରେ ଦିନ ୨ ଟା ୧୬ ସୁଦ୍ଧା ମେରୀ ଲାଇଫ୍ ପୋର୍ଟାଲରେ ଅପଲୋଡ୍ ହୋଇଥିବା ଚାରା ସଂଖ୍ୟା ୧ କୋଟି ୪ ହଜାର ୪୦୯ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ ।  ସାରା ରାଜ୍ୟରେ ଦିନ ୨ ଟା ୧୬ ସୁଦ୍ଧା ମେରୀ ଲାଇଫ୍ ପୋର୍ଟାଲରେ ଅପଲୋଡ୍ ହୋଇଥିବା ଚାରା ସଂଖ୍ୟା ୧ କୋଟି ୪ ହଜାର ୪୦୯ ।  ରାଜ୍ୟ ସରକାର ଯେଉଁ ୭୫ ଲକ୍ଷ ଚାରାରୋପଣର ଲକ୍ଷ୍ୟ ରଖିଥିଲେ, ଦିନ ଗୋଟଏ ୧୩ ମିନିଟରେ ସେହି  ଲକ୍ଷ୍ୟ ହାସଲ ହୋଇଥିଲା । 

ବୃକ୍ଷରୋପଣ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । କୋଟିଏ ପାର ହୋଇଛି ବୃକ୍ଷରୋପଣ ସଂଖ୍ୟା। ସେପ୍ଟେମ୍ବର ୩୦ ତାରିଖ ଯାଏ ବୃକ୍ଷରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯିବ। ଆଜି ବୃକ୍ଷରୋପଣରେ କୋରାପୁଟ ପ୍ରଥମ, କେନ୍ଦୁଝର ଦ୍ଵିତୀୟ, ମୟୁରଭଞ୍ଜ ତୃତୀୟ, ସୁନ୍ଦରଗଡ଼ ଚତୁର୍ଥ, କଳାହାଣ୍ଡି ପଞ୍ଚମ ସ୍ଥାନ ଅଧିକାର କରିଛି। ଗତ ଥର ମା କେ ନା୍ମ ଏକ ପେଡ କାର୍ଯ୍ୟକ୍ରମରେ ସାଢେ ୬ କୋଟି ଗଛ ଲାଗିଥିଲା । ଏଥର ଓଡ଼ିଶାକୁ ଯେଉଁ ସାଢେ ୭ କୋଟି ଲକ୍ଷ୍ୟ ଦିଆଯାଇଛି ତାକୁ ପୂରଣ କରାଯିବ। ପୁଣି ଥରେ ବୃକ୍ଷରୋପଣ କରି ମେରୀ ଲାଇଫ ପୋର୍ଟାଲରେ ସେଲ୍ଫି ଅପଲୋଡ୍ କରିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । 

ରାଜ୍ୟ ସରକାର ଯେଉଁ ୭୫ ଲକ୍ଷ ଚାରାରୋପଣର ଲକ୍ଷ୍ୟ ରଖିଥିଲେ, ଦିନ ଗୋଟଏ ୧୩ ମିନିଟରେ ସେହି  ଲକ୍ଷ୍ୟ ହାସଲ ହୋଇଥିଲା । ବୃକ୍ଷରୋପଣ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। କୋଟିଏ ପାର ହୋଇଛି ବୃକ୍ଷରୋପଣ ସଂଖ୍ୟା ,  ସେପ୍ଟେମ୍ବର ୩୦ ତାରିଖ ଯାଏ ବୃକ୍ଷରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯିବ। ଆଜି ବୃକ୍ଷରୋପଣରେ କୋରାପୁଟ ପ୍ରଥମ, କେନ୍ଦୁଝର ଦ୍ଵିତୀୟ,  ମୟୁରଭଞ୍ଜ ତୃତୀୟ, ସୁନ୍ଦରଗଡ଼ ଚତୁର୍ଥ, କଳାହାଣ୍ଡି ପଞ୍ଚମ ସ୍ଥାନ ଅଧିକାର କରିଛି। ଗତ ଥର ମା କେ ନା୍ମ ଏକ ପେଡ କାର୍ଯ୍ୟକ୍ରମରେ ସାଢେ ୬ କୋଟି ଗଛ ଲାଗିଥିଲା ।  ଏଥର ଓଡ଼ିଶାକୁ ଯେଉଁ ସାଢେ ୭ କୋଟି ଲକ୍ଷ୍ୟ ଦିଆଯାଇଛି ତାକୁ ପୂରଣ କରାଯିବ। ପୁଣି ଥରେ ବୃକ୍ଷରୋପଣ କରି ମେରୀ ଲାଇଫ ପୋର୍ଟାଲରେ ସେଲ୍ଫି ଅପଲୋଡ୍ କରିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe