କନକ ବ୍ୟୁରୋ : ଆଜି ଶିବରାତ୍ରୀ ପାଇଁ ରାଜଧାନୀର ଲିଙ୍ଗରାଜ ମନ୍ଦିର ବେଶ ଚଳଚଞ୍ଚଳ ରହିଛି । ଶ୍ରଦ୍ଧାଳୁମାନେ ମହାଦୀପ ଉଠିବାକୁ ଅପେକ୍ଷା କରିଥିବା ବେଳେ ବଡ ଅଘଟଣ ଘଟିଛି । ପ୍ରଥମ ଅଘଟଣ ଥିଲା ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ଦ୍ବିତୀୟ ଅଘଟଣ ହେଉଛି ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ ଖସିପଡିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ସ୍ଥାନୀୟ ହସ୍ପିଟାଲକୁ ପଠାଯାଇଛି
ମହାଦୀପ ଉଠିବା ବେଳେ ବଡ ଅଘଟଣ । ମନ୍ଦିର ଚୂଡାରୁ ଖସିପଡିଲେ ସେବାୟତ
ପ୍ରଥମ ଅଘଟଣ ଥିଲା ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ଦ୍ବିତୀୟ ଅଘଟଣ ହେଉଛି ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ ଖସିପଡିଛନ୍ତି ।
/kanak/media/media_files/2025/02/26/QdcD08CgVMC6U6PsdqEv.jpg)