ଛତିଶଗଡ ବିଜାପୁର ସ୍ଥିତ ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଅପରେସନ ଘଟଣା, ଆଜି ୫ ମାଓବାଦୀଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି

ଛତିଶଗଡ଼ ବିଜାପୁର ସ୍ଥିତ ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଅପରେଶନ ଜାରି ରହିଛି । ଗତକାଲି ତେଲେଙ୍ଗାନା ଷ୍ଟେଟ କମିଟି ସଦସ୍ୟ ଭାସ୍କର ଟଳି ପଡିଥିଲେ ।

}þKþqþþþþ

କନକ ବ୍ୟୁରୋ :  ଛତିଶଗଡ଼ ବିଜାପୁର ସ୍ଥିତ ଇନ୍ଦ୍ରାବତୀ ନ୍ୟାସନାଲ ପାର୍କରେ ଅପରେସନ ଘଟଣାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ଆଜି ୫ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଛତିଶଗଡ଼ ବିଜାପୁର ସ୍ଥିତ ଇନ୍ଦ୍ରାବତୀ ନ୍ୟାସନାଲ ପାର୍କ ଅପରେଶନ ଜାରି ରହିଛି । ଗତକାଲି ତେଲେଙ୍ଗାନା ଷ୍ଟେଟ କମିଟି ସଦସ୍ୟ ଭାସ୍କର ଟଳି ପଡିଥିଲେ । କାଲି ରାତି ତମାମ ଜାରି ରହିଥିଲା ଏନକାଉଣ୍ଟର । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ କିଛି ଯବାନ ଅସୁସ୍ଥ ହୋଇପଡିଛନ୍ତି ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe