କନକ ବ୍ୟୁରୋ  : ଆଜି ବି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ପୂର୍ବାହ୍ନ ସାଢ଼େ ୧୧ଟା ଯାଏଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି , ୬ଷ୍ଠ ଦିନରେ ବି ଚାଲିପାରିଲାନି ବିଧାନସଭା, ବିରୋଧୀ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ । ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି। ଚାଷୀଙ୍କ ଧାନ ମଣ୍ଡି ସମସ୍ୟାକୁ ନେଇ ବିଜେଡି ବିଧାୟକ ମାନେ ହାତରେ ପ୍ଲାକାର୍ଡ ଧରି ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଛନ୍ତି। ସେପଟେ କଂଗ୍ରେସ ପକ୍ଷରୁ ଏପ୍‌ଷ୍ଟାଇନ ଫାଇଲ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଇସ୍ତଫା ଦାବି କରି ହୋହଲ୍ଲା କରାଯାଇଛି।   

Advertisment