ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ପୂର୍ବାହ୍ନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ

Advertisment

ଆଜି ବି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ପୂର୍ବାହ୍ନ ସାଢ଼େ ୧୧ଟା ଯାଏଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ଆଜି ବଜେଟ ଅଧିବେଶନର ଷଷ୍ଠ ଦିନ। ଷଷ୍ଠ ଦିନରେ ମଧ୍ୟ ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇଛି

ଆଜି ବି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ପୂର୍ବାହ୍ନ ସାଢ଼େ ୧୧ଟା ଯାଏଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ଆଜି ବଜେଟ ଅଧିବେଶନର ଷଷ୍ଠ ଦିନ। ଷଷ୍ଠ ଦିନରେ ମଧ୍ୟ ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇଛି

odisha

Photograph: (kanaknews)

କନକ ବ୍ୟୁରୋ  : ଆଜି ବି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ପୂର୍ବାହ୍ନ ସାଢ଼େ ୧୧ଟା ଯାଏଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି , ୬ଷ୍ଠ ଦିନରେ ବି ଚାଲିପାରିଲାନି ବିଧାନସଭା, ବିରୋଧୀ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ । ଦିନ ସାଢ଼େ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି। ଚାଷୀଙ୍କ ଧାନ ମଣ୍ଡି ସମସ୍ୟାକୁ ନେଇ ବିଜେଡି ବିଧାୟକ ମାନେ ହାତରେ ପ୍ଲାକାର୍ଡ ଧରି ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଛନ୍ତି। ସେପଟେ କଂଗ୍ରେସ ପକ୍ଷରୁ ଏପ୍‌ଷ୍ଟାଇନ ଫାଇଲ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଇସ୍ତଫା ଦାବି କରି ହୋହଲ୍ଲା କରାଯାଇଛି।   

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe