କନକ ବ୍ୟୁରୋ: ଦକ୍ଷିଣ ଓଡ଼ିଶା ପରେ ପଶ୍ଚିମ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ସମ୍ଭାବନା। ଆଜି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି।
ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଧିରେ ଧିରେ ଆଭ୍ୟନ୍ତରୀଣ ଓଡ଼ିଶାକୁ ଗତି କରି ଉତର ଛତିଶଗଡ଼ ଆଡକୁ ମୁହାଁଇବ। ଏହାର ପ୍ରଭାବରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି।
ଦକ୍ଷିଣ ପରେ ପଶ୍ଚିମରେ ବର୍ଷା ; ବରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ।
ଦକ୍ଷିଣ ଓଡ଼ିଶା ପରେ ପଶ୍ଚିମ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ସମ୍ଭାବନା। ଆଜି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
/kanak/media/media_files/DgTzxxAuDbqF2MOlLDkg.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)