ଆଜି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ଆକଳନ । ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Advertisment

ସକ୍ରିୟ ମୌସୁମୀ ସହ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । 

Updated On

ସକ୍ରିୟ ମୌସୁମୀ ସହ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । 

ଅଦ୍ୟତନ ହୋଇଛି
Weather

କନକ ବ୍ୟୁରୋ : ସକ୍ରିୟ ମୌସୁମୀ ସହ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ସକ୍ରିୟ ମୌସୁମୀ ସହ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି ।

ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ଆଜି ଓ ଆସନ୍ତାକାଲି ଉତ୍ତର ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସହ କଚ୍ଚା‌ ରାସ୍ତା ନଷ୍ଟ ହେବାର ଆଶଙ୍କା ରହିଛି । ତେଣୁ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥାକୁ ଠିକ୍‌ କରିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe