କନକବ୍ୟୁରୋ : ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କୁ ଜେରା । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କୁ ଜେରା କରୁଛନ୍ତି କ୍ରାଇମବ୍ରାଞ୍ଚ ଅଧିକାରୀ । ଏହାପରେ ବୋର୍ଡ ଉପସଭାପତି ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି । କହିଛନ୍ତି, ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରୁଛି । ନିହାର ମହାନ୍ତିଙ୍କ ଆଉ ଜଣେ ବ୍ୟକ୍ତିଗତ ମହିଳା ଡାଟା ଏଣ୍ଟ୍ରି ଅପେରେଟରଙ୍କୁ ମଧ୍ୟ ପଚରାଉଚରା ଚଳାଇଛି କ୍ରାଇମବ୍ରାଞ୍ଚ। ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ କିଛି ଶିକ୍ଷକ ଅଛନ୍ତି ।
ଓଟିଇଟି କେଳେଙ୍କାରୀ : କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କୁ ଜେରା
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କୁ ଜେରା । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କୁ ଜେରା କରୁଛନ୍ତି କ୍ରାଇମବ୍ରାଞ୍ଚ ଅଧିକାରୀ ।
/kanak/media/media_files/2025/08/02/17-2025-08-02-15-45-49.jpg)