ଯୁଦ୍ଧରେ ବିରାମ ପାଇଁ ଆଗୁଆ ପଦକ୍ଷେପ ନେଇଥିଲା ପାକିସ୍ତାନ: ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଚେତାବନୀ, ଆତଙ୍କବାଦ ବିରୋଧରେ ହେବନି ସାଲିସ୍

Advertisment

ଭାରତ-ପାକ ମଧ୍ୟରେ ଅସ୍ତ୍ରବିରତି ଲାଗୁ ହୋଇଛି । ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ଲାଗୁ ହୋଇଛି । ଯୁଦ୍ଧ ବିରାମ ନେଇ ଆଗୁଆ ପଦକ୍ଷେପ ନେଇଥିଲା ପାକିସ୍ତାନ । ପ୍ରଥମେ ଫୋନ କରିଥିଲେ ପାକିସ୍ତାନ ଡିଜିଓମଓ ।

ଭାରତ-ପାକ ମଧ୍ୟରେ ଅସ୍ତ୍ରବିରତି ଲାଗୁ ହୋଇଛି । ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ଲାଗୁ ହୋଇଛି । ଯୁଦ୍ଧ ବିରାମ ନେଇ ଆଗୁଆ ପଦକ୍ଷେପ ନେଇଥିଲା ପାକିସ୍ତାନ । ପ୍ରଥମେ ଫୋନ କରିଥିଲେ ପାକିସ୍ତାନ ଡିଜିଓମଓ ।

7PM3in

Photograph: (kanak news)

କନକ ବ୍ୟୁରୋ: ଭାରତ-ପାକ ମଧ୍ୟରେ ଅସ୍ତ୍ରବିରତି ଲାଗୁ ହୋଇଛି । ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ଲାଗୁ ହୋଇଛି । ଯୁଦ୍ଧ ବିରାମ ନେଇ ଆଗୁଆ ପଦକ୍ଷେପ ନେଇଥିଲା ପାକିସ୍ତାନ । ପ୍ରଥମେ ଫୋନ କରିଥିଲେ ପାକିସ୍ତାନ ଡିଜିଓମଓ । ଅସ୍ତ୍ରବିରତି ନେଇ ହୋଇଥିଲା ଆଲୋଚନା । ବୈଦେଶିକ ମନ୍ତ୍ରଣାଳୟ ଏନେଇ ସୂଚନା ଦେଇଛି । ୧୨ ମେ'ରେ ହେବ ପରବର୍ତ୍ତୀ ଆଲୋଚନା । ଦୁଇ ଦେଶର ଡିଜିଏମଓ ଆଲୋଚନା କରିବେ । ସମସ୍ତ ପ୍ରକାର ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ ରହିବ । ଭାରତ ସର୍ତ୍ତମୂଳକ ଭାବେ ରାଜି ହୋଇଥିବା ସୂଚନା । 

ଅସ୍ତ୍ରବିରତି ଘୋଷଣା ହେବା ପରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ପ୍ରତିକ୍ରିୟା ରଖିଥିଲେ । କହିଥିଲେ, ଆତଙ୍କବାଦ ବିରୋଧରେ ଜାରି ରହିବ ଲଢେଇ । ଆତଙ୍କବାଦକୁ କେବେ ବି ପ୍ରଶ୍ରୟ ଦିଆଯିବନି । ମେ' ୧୨ ତାରିଖ ବୈଠକରେ ବି ଆତଙ୍କବାଦକୁ ନେଇ କୌଣସି ପ୍ରକାର ସାଲିସ କରାଯିବନି ବୋଲି କହିଥିଲେ ଜୟଶଙ୍କର । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe