ଭୁବନେଶ୍ବରରେ ପାକିସ୍ତାନୀ ମହିଳା; ଓଡ଼ିଆ ଯୁବକଙ୍କୁ ବିବାହ କରି ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ରହୁଛନ୍ତି

Advertisment

ଭୁବନେଶ୍ବରରେ ରହୁଛନ୍ତି ପାକିସ୍ତାନୀ ମହିଳା । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ଓଡ଼ିଆ ଯୁବକଙ୍କୁ ବିବାହ କରି  ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ରହୁଛନ୍ତି ମହିଳା ।

ଭୁବନେଶ୍ବରରେ ରହୁଛନ୍ତି ପାକିସ୍ତାନୀ ମହିଳା । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ଓଡ଼ିଆ ଯୁବକଙ୍କୁ ବିବାହ କରି  ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ରହୁଛନ୍ତି ମହିଳା ।

ପାକିସ୍ତାନୀ ମହିଳାଙ୍କୁ ନୋଟିସ୍

Photograph: (kanaknews)

କନକ ବ୍ୟୁରୋ : ଭୁବନେଶ୍ବରରେ ରହୁଛନ୍ତି ପାକିସ୍ତାନୀ ମହିଳା । ମହିଳାଙ୍କୁ ଦେଶ ଛାଡ଼ି ଯିବାକୁ ଦିଆଯାଇଛି ନୋଟିସ୍ । ଓଡ଼ିଆ ଯୁବକଙ୍କୁ ବିବାହ କରି  ଦୀର୍ଘ ମିଆଦି ଭିସାରେ ୨୦୦୮ରୁ ରହୁଛନ୍ତି ମହିଳା । ତାଙ୍କର ଭିସା ଅବଧି ୨୦୨୪ରେ ଶେଷ ହୋଇଥିଲା । ଏହାପରେ ମହିଳା ଜଣଙ୍କ ଭାରତ ଛାଡ଼ି ପାକିସ୍ତାନ ଚାଲିଯିବା ନିମନ୍ତେ ଏଗଜିଟ୍‌ ଭିସା ପାଇଁ କମିସନରେଟ୍‌ ପୁଲିସ ନିକଟରେ ଆବେଦନ କରିଥିଲେ କିନ୍ତୁ ସେ ଆବେଦନ ପଡି ରହିଥିଲା । ଏବେ ପହଲଗାମ୍‌ ଘଟଣା ପରେ ସମସ୍ତ ପାକିସ୍ତାନୀ ଭାରତ ଛାଡିବା ପାଇଁ ନିର୍ଦ୍ଦେଶ ଥିବା ବେଳେ ସମ୍ପୃକ୍ତ ପାକିସ୍ତାନୀ ମହିଳାଙ୍କୁ ମଧ୍ୟ ଭୁବନେଶ୍ବର ଛାଡି ଯିବା ପାଇଁ ପୁଲିସ ନୋଟିସ୍‌ ହୋଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe