କନକ ବ୍ୟୁରୋ : ନଭେମ୍ବର ୨୫ ତାରିଖରୁ ସଂସଦରେ ଆରମ୍ଭ ହେବାକୁ ଯାଉଛି ଶୀତାକଳୀନ ଅଧିବେଶନ । ଏନେଇ ସଂସଦୀୟ କାର୍ଯ୍ୟମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି । ତାଙ୍କ ସୂଚନା ମୁତାବକ ନଭେମ୍ବର ୨୫ ତାରିଖରୁ ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ସଂସଦରେ ଶୀତକାଳୀନ ଅଧିବେଶନ ଚାଲିବ ।