କନକବ୍ୟୁରୋ : ଆଜି ଭୁବନେଶ୍ବରରେ ଆରମ୍ଭ ହୋଇଛି ପଥ ଉତ୍ସବ । ଉତ୍ସବ ମୁଖର ଜନପଥ । ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନ୍ ଠାରୁ ରାମମନ୍ଦିର ଛକ ପର୍ଯ୍ୟନ୍ତ ରାସ୍ତାରେ “ପଥ ଉତ୍ସବ" ଅନୁଷ୍ଠିତ ହେବ । କାର୍ଯ୍ୟକ୍ରମରେ ନାଚ, ଗୀତ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ, ଲୁଡୁ , କୁଇଜ୍ କମ୍ପିଟିସନ , ରଙ୍ଗୋଲୀ, ମ୍ୟାଜିକ ଶୋ, କ୍ଲେ ଆର୍ଟ, ଫେସ୍ ପେଣ୍ଟିଂ, ଜୁମ୍ବା ଆଦି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ । ଆୟୋଜନକୁ ଦୃଷ୍ଟିରେ ରଖି କମିଶନରେଟ ପୁଲିସ ପକ୍ଷରୁ ଗତକାଲି ଠାରୁ ରାତି ୧୧ଟାରୁ ସକାଳ ୧୧ଟା ପର୍ଯ୍ୟନ୍ତ ଉକ୍ତ ରାସ୍ତା ଏବଂ ସେଥି ସଂଯୁକ୍ତ ସମସ୍ତ ରାସ୍ତାରେ ସମସ୍ତ ପ୍ରକାର ଯାନବାହନ ଚଳାଚଳ ନିଷିଦ୍ଧ କରାଯାଇଛି ।
ଭେନେଜୁଏଲା ରାଷ୍ଟ୍ରପତିଙ୍କୁ ଉଠାଇନେଲା ଆମେରିକା : ଆମେରିକା କବଜାରେ ଥିବା ଫଟୋ ସେୟାର କଲେ ଟ୍ରମ୍ପ..
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2026/01/04/pathutsav-2026-01-04-07-42-48.jpg)