କନକ ବ୍ୟୁରୋ: ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଆସନ୍ତା ଫେବ୍ରୁଆରି ୧୮ରୁ ମାର୍ଚ୍ଚ ୨୧ ଯାଏଁ ହେବ ଯୁକ୍ତ ଦୁଇ ପରୀକ୍ଷା । ତେବେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ଆରମ୍ଭ ହୋଇ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାପରେ ଥିଓରି ପରୀକ୍ଷା ଚାଲିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପିଲାମାନଙ୍କୁ ଡିସେମ୍ବର ୧୫ ତାରିଖରୁ ଆଡୋମିଟ୍ କାର୍ଡ ଦିଆଯିବ ବୋଲି ସୂଚନା ଦିଆଯାଇଛି ।
ଆସିଲା +୨ ପରୀକ୍ଷା ତାରିଖ
— Kanak News (@kanak_news) December 3, 2025
ଫେବ୍ରୁଆରି ୧୮ରୁ ଯୁକ୍ତ ଦୁଇ ପରୀକ୍ଷା #plustwoexam#Odisha#KanakNewspic.twitter.com/HDiNlj40q5
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/media_files/2025/12/03/plus-two-exam-2025-12-03-15-51-16.jpg)