plus two exam Photograph: (kanak news)
କନକ ବ୍ୟୁରୋ: ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଆସନ୍ତା ଫେବ୍ରୁଆରି ୧୮ରୁ ମାର୍ଚ୍ଚ ୨୧ ଯାଏଁ ହେବ ଯୁକ୍ତ ଦୁଇ ପରୀକ୍ଷା । ତେବେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ଆରମ୍ଭ ହୋଇ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାପରେ ଥିଓରି ପରୀକ୍ଷା ଚାଲିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ପିଲାମାନଙ୍କୁ ଡିସେମ୍ବର ୧୫ ତାରିଖରୁ ଆଡୋମିଟ୍ କାର୍ଡ ଦିଆଯିବ ବୋଲି ସୂଚନା ଦିଆଯାଇଛି ।
Follow Us