କନକ ବ୍ୟୁରୋ : ଫେବ୍ରୁଆରି ୧୮ ତାରିଖରୁ ଯୁକ୍ତ ଦୁଇ ଥିଓରି ପରୀକ୍ଷା । ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅସିଲା ପରୀକ୍ଷା ସୂଚୀ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପିଲାଙ୍କ ବୋର୍ଡ ପରୀକ୍ଷା ଆରମ୍ଭ ହେବ । ଫେବ୍ରୁଆରି ୧୮ ତାରିଖରୁ ବିଜ୍ଞାନ ଛାତ୍ରଙ୍କ ପରୀକ୍ଷା ଆରମ୍ଭ ହେବ । ଫେବ୍ରୁଆରି ୧୯ରେ କଳା ଓ ବାଣିଜ୍ୟ ପିଲାଙ୍କ ପରୀକ୍ଷା ଆରମ୍ଭ । ଫେବ୍ରୁଆରି ୧୮ରୁ ମାର୍ଚ୍ଚ ୨୭ ତାରିଖ ଯାଏଁ ଥିଓରୀ ପରୀକ୍ଷା । ଜାନୁଆରି ୨ରୁ ୧୨ତାରିଖ ଯାଏଁ ହେବ ପ୍ରାକ୍ଟିକାଲ ପରୀକ୍ଷା ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us