କନକବ୍ୟୁରୋ : ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା । ପର୍ୟ୍ୟାୟ କ୍ରମେ ଦିଆଯିବ ଆବାସ ଘର । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର । ଏହା ସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଅନ୍ତଦ୍ୟୋୟ ଯୋଜନାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ ସରକାର । ପରେ ପର୍ୟ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ ।
ନଭେମ୍ବରରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା : ପର୍ଯ୍ୟାୟ କ୍ରମେ ଆବାସ ଘର ଦେବେ ରାଜ୍ୟ ସରକାର
ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା । ପର୍ୟ୍ୟାୟ କ୍ରମେ ଦିଆଯିବ ଆବାସ ଘର । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର
/kanak/media/media_files/2025/08/18/56-2025-08-18-16-35-13.jpg)