ନଭେମ୍ବରରୁ ଆରମ୍ଭ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା : ପର୍ଯ୍ୟାୟ କ୍ରମେ ଆବାସ ଘର ଦେବେ ରାଜ୍ୟ ସରକାର

ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର। ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଅନ୍ତଦ୍ୟୋୟ ଯୋଜନାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ ସରକାର ।

PM Awas Yojana

PM Awas Yojana Photograph: (KanakNews)

କନକ ବ୍ୟୁରୋ : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡେ ପାଇବାକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ ଗରିବ ପରିବାରଙ୍କ ପାଇଁ ଆସିଛି ଖୁସି ଖବର । ନଭେମ୍ବର ମାସରୁ ଆରମ୍ଭ ହେବ ପିଏମ ଆବାସ ଯୋଜନା ବଣ୍ଟନ ପ୍ରକ୍ରିୟା। ପର୍ୟ୍ୟାୟ କ୍ରମେ ଦିଆଯିବ ଆବାସ ଘର । ଭାଗ ହୋଇଥିବା ଏବଂ ଭିନ୍ନକ୍ଷମ ହିତାଧିକାରୀଙ୍କୁ ମଧ୍ୟ ଘର ଦେବେ ସରକାର। ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଅନ୍ତଦ୍ୟୋୟ ଯୋଜନାରେ ହିତାଧିକାରୀଙ୍କୁ ଘର ବାଣ୍ଟିବେ ସରକାର । ପରେ ପର୍ୟ୍ୟାୟ କ୍ରମେ ଘର ପାଇବେ ହିତାଧିକାରୀ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe