ଆସନ୍ତା ୧୫ ରେ ଓଡିଶା ଆସିବେ ମୋଦୀ ; ବିର୍ସା ମୁଣ୍ଡାଙ୍କ ଜନ୍ମତିଥି କାର୍ଯ୍ୟକ୍ରମରେ କରିବେ ଯୋଗଦାନ

ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକ ।

34md

କନକ ବ୍ୟୁରୋ: ଆସନ୍ତା ୧୫ ତାରିଖରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନଜାତି ଗୌରବ ଦିବସକୁ କରିବେ ଉଦଘାଟନ । ଏହି ଅବସରରେ ସ୍ୱାଧିନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମତିଥି ପାଳନ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମ ୧୫ରୁ ଆରମ୍ଭ ହୋଇ ବର୍ଷବ୍ୟାପୀ ଚାଲିବ  । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe