କାଲି ଅପରାହ୍ନ ୪ଟା୧୫ରେ ଆସିବେ ମୋଦୀ ; ମନ୍ତ୍ରୀ, ବିଧାୟକ, ସାଂସଦ ଓ ଦଳୀୟ ପଦାଧିକାରୀଙ୍କ ସହ ବୈଠକ

Advertisment

ଆସନ୍ତାକାଲି ଅପରାହ୍ନ ୪ଟା୧୫ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ । ଏୟାରପୋର୍ଟରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ । ଏୟାରପୋର୍ଟରୁ ରାଜଭବନ ଯିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟକୁ ଆସିବେ ମୋଦୀ । ମନ୍ତ୍ରୀ, ବିଧାୟକ, ସାଂସଦ ଏବଂ ଦଳୀୟ ପଦାଧିକାରୀଙ୍କ ସହ ବୈଠକ ରହିଛି । 

5666666666666

କନକ ବ୍ୟୁରୋ:  ଆସନ୍ତାକାଲି ଅପରାହ୍ନ ୪ଟା୧୫ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ । ଏୟାରପୋର୍ଟରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ । ଏୟାରପୋର୍ଟରୁ ରାଜଭବନ ଯିବା ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟକୁ ଆସିବେ ମୋଦୀ । ମନ୍ତ୍ରୀ, ବିଧାୟକ, ସାଂସଦ ଏବଂ ଦଳୀୟ ପଦାଧିକାରୀଙ୍କ ସହ ବୈଠକ ରହିଛି । 

୨ ଘଣ୍ଟା ଦଳୀୟ କାର୍ଯ୍ୟାଳୟରେ ରହିବା ସହିତ ସମସ୍ତଙ୍କ ସହ ଆଲୋଚନା କରିବେ। ୩୦ରେ ଡିଜି ସମ୍ମିଳନୀରେ ଯୋଗ ଦେବେ। ତେବେ ଏହି ସମୟରେ ମୋଦୀ, ନେତା ଓ ମନ୍ତ୍ରୀ ମାନଙ୍କ ନିକଟରୁ ରିପୋର୍ଟ ନେବେ। ସରକାର ଓ ସଂଗଠନ ଉଭୟର ରିପୋର୍ଟ କଲେକ୍ସନ କରିବେ ପ୍ରଧାନମନ୍ତ୍ରୀ। ମୋଦୀ ରାଜ୍ୟ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ରାତ୍ର ଭୋଜନ କରିବାର କାର୍ୟ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ପସନ୍ଦ ଅନୁସାରେ, ଖାଦ୍ୟ ପରସାଯିବ। ପ୍ରଧାନମନ୍ତ୍ରୀ ଚାହିଁଲେ, ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରାଯିବ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ କାର୍ୟ୍ୟାଳୟରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe