ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ଜନତାଙ୍କୁ ଚିଠି ଲେଖିଲେ ପ୍ରଧାନମନ୍ତ୍ରୀ

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ସମ୍ବୋଧିତ କରି ଏକ ଚିଠି ଲେଖିଛନ୍ତି। ଏହାକୁ ନିର୍ବାଚନ ପ୍ରଚାରର ଆରମ୍ଭ ମଧ୍ୟ ବୋଲି ବିବେଚନା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀ ବଙ୍ଗଳା ଓ ହିନ୍ଦୀରେ ଚିଠି ଲେଖିଛନ୍ତି। ଚିଠିରେ ପ୍ରଧାନମନ୍ତ୍ରୀ ମୋଦୀ ଏବର ବିଜେପି ସରକାର ସ୍ଲୋଗାନକୁ ପ୍ରାଥମିକତା ଦେଇଛନ୍ତି। ସେ ଅବୈଧ ପ୍ରବାସ ଓ ମହିଳା ବିରୋଧୀ ହିଂସା ଉପରେ ମଧ୍ୟ ଚିନ୍ତା ପ୍ରକାଶ କରିଛନ୍ତି ।

PM

PM Photograph: (KANAK NEWS)

କନକ ବ୍ୟୁରୋ : ଚଳିତ ବର୍ଷ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ସମ୍ବୋଧିତ କରି ଏକ ଚିଠି ଲେଖିଛନ୍ତି। ଏହାକୁ ନିର୍ବାଚନ ପ୍ରଚାରର ଆରମ୍ଭ ମଧ୍ୟ ବୋଲି ବିବେଚନା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀ ବଙ୍ଗଳା ଓ ହିନ୍ଦୀରେ ଚିଠି ଲେଖିଛନ୍ତି। ଚିଠିରେ ପ୍ରଧାନମନ୍ତ୍ରୀ ମୋଦୀ ଏବର ବିଜେପି ସରକାର ସ୍ଲୋଗାନକୁ ପ୍ରାଥମିକତା ଦେଇଛନ୍ତି। ସେ ଅବୈଧ ପ୍ରବାସ ଓ ମହିଳା ବିରୋଧୀ ହିଂସା ଉପରେ ମଧ୍ୟ ଚିନ୍ତା ପ୍ରକାଶ କରିଛନ୍ତି। ପଶ୍ଚିମବଙ୍ଗର ଜନସାଧାରଣଙ୍କୁ ଚିଠିରେ ପ୍ରଧାନମନ୍ତ୍ରୀ ମୋଦୀ ରାଜ୍ୟକୁ ସମୃଦ୍ଧ ଓ ସୁରକ୍ଷିତ କରିବା ପାଇଁ ବିକାଶ ତଥା ଅଭିବୃଦ୍ଧିର ପ୍ରତିଶ୍ରୁତି ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଚିଠିରେ ସୋନାର ବାଙ୍ଗ୍‌ଲା ସ୍ୱପ୍ନକୁ ସାକାର କରିବା ଓ ମହିଳାଙ୍କ ସୁରକ୍ଷା ଉପରେ ବିଶେଷ ଗୁରୁତ୍ୱାରୋପ କରିଛନ୍ତି। ସେ ଲେଖିଛନ୍ତି ଯେ "ସୋନାର ବାଙ୍ଗ୍‌ଲା ସ୍ୱପ୍ନ ଦେଖୁଥିବା ପ୍ରତ୍ୟେକ ବ୍ୟକ୍ତି ଦୁଃଖିତ । ଚିଠିରେ ପ୍ରଧାନମନ୍ତ୍ରୀ ଅନେକ ଯୋଜନାର ମଧ୍ୟ ଉଲ୍ଲେଖ କରିଛନ୍ତି। ରାଜ୍ୟର ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଯେ, ସେମାନେ ଆୟୁଷ୍ମାନ ଭାରତ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଉଜ୍ଜ୍ୱଳା ଯୋଜନା ଭଳି କେନ୍ଦ୍ର ସରକାରଙ୍କ ଯୋଜନାରୁ ଉପକୃତ ହେଉଛନ୍ତି। ଏହି ଯୋଜନାଗୁଡ଼ିକ ଆପଣଙ୍କ ଜୀବନକୁ ସହଜ କରିଛି। ଆପଣଙ୍କ ପରି ଲକ୍ଷ ଲକ୍ଷ ପରିବାର ଏହି ଯୋଜନାରୁ ଉପକୃତ ହେଉଛନ୍ତି ବୋଲି ସେ କହିଛନ୍ତି ।

ଅଧିକ ପଢ଼ନ୍ତୁ---ଆର୍‌ଏସ୍‌ଏସ୍‌ ହିନ୍ଦୁତ୍ବ ରାଜନୀତିରେ ନୁହେଁ, ରାଷ୍ଟ୍ର ନିର୍ମାଣରେ ବିଶ୍ବାସ କରେ: ଭାଗବତ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe