କନକ ବ୍ୟୁରୋ : ନଭେମ୍ବର ୨୯ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଡିସେମ୍ବର ୧ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଓଡିଶାରେ ରହିବେ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରେ ପ୍ରଥମଥର ହେବାକୁ ଥିବା ଡିଜି ଓ ଆଇଜି ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସମ୍ମିଳନୀ ଶେଷ ହେବା ଯାଏଁ ନିଜେ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହିବେ । ତାଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା, ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ ତିନି ଦିନ ଓଡ଼ିଶାରେ ରହି କନଫ୍ରେନ୍ସରେ ଯୋଗ ଦେବେ ।
୨୯ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ; ଡିଜି ଓ ଡିସିପି ସମ୍ମିଳନୀରେ ଯୋଗ ଦେବେ
ଡିସେମ୍ବର ୧ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଓଡିଶାରେ ରହିବେ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରେ ପ୍ରଥମଥର ହେବାକୁ ଥିବା ଡିଜି ଓ ଆଇଜି ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
/kanak/media/media_files/2024/11/25/Depcziwe0qUCth87MvJU.jpg)
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)