କନକ ବ୍ୟୁରୋ: ସମ୍ବଲପୁରରେ ଏନକାଉଣ୍ଟର । ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳରେ ଅପରାଧୀ ଏମ୍ଡି ସାମଦକୁ ଏନକାଉଣ୍ଟର କରିଛି ପୁଲିସ । ଏମ୍ଡି ସାମଦର ବାମ ଗୋଡ଼ରେ ଗୁଳି ବାଜିଛି ।
ଗତ ରାତିରେ ଏମଡି ସାମଦ ଓ ତାର ଭାଇ ଏମଡି ଓ୍ବାସିମ ଛୁରାମାଡ଼ କରି ଆସଫ ଖାନଙ୍କୁ ହତ୍ୟା କରିଥିଲା । ପୋଲିସ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବାବେଳେ ପୁଲିସ ଉପରକୁ ଗୁଳିଚାଳନା କରିଥିଲା ଅଭିଯୁକ୍ତ । ଏହାପରେ ପୁଲିସ ପାଲଟା ଗୁଳି ଚଳାଇଥିଲା । ଏଥିରେ ଆହତ ହୋଇଛି ଅପରାଧୀ ଏମଡି ସାମଦ। ତାର ଭାଇ ଏମଡି ଓ୍ବାସିମ ଫେରାର ଅଛି । ଘଟଣାସ୍ଥଳରୁ ପୁଲିସ ୭.୬ ଏମଏମ ଗୋଟିଏ ପିସ୍ତଲ ଓ ଗୋଟିଏ ବାଇକ ଜବତ କରିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/08/19/1-2025-08-19-07-16-56.jpg)