Big Breaking : ସ୍ଥଗିତ ରହିଲା ପୁଲିସ ଏସ୍ଆଇ ପରୀକ୍ଷା

ସ୍ଥଗିତ ରହିଲା ପୁଲିସ ଏସ୍ଆଇ ପରୀକ୍ଷା । ଲିଖିତ ପରୀକ୍ଷା ସ୍ଥଗିତ ରହିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି । ତେବେ ପୁଲିସ୍ ଏସଆଇ ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଖବର ସାମ୍ନାକୁ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି ।

si exam

କନକ ବ୍ୟୁରୋ: ସ୍ଥଗିତ ରହିଲା ପୁଲିସ ଏସ୍ଆଇ ପରୀକ୍ଷା । ଲିଖିତ ପରୀକ୍ଷା ସ୍ଥଗିତ ରହିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ଏବଂ ପରବର୍ତ୍ତୀ ପରୀକ୍ଷା ତାରିଖ ନେଇ ଓପିଆରବି ପକ୍ଷରୁ ସୂଚନା ଦିଆଯିବ ବୋଲି କୁହାଯାଇଛି । ତେବେ ପୁଲିସ୍ ଏସଆଇ ପରୀକ୍ଷାରେ ଜାଲିଆତି ହୋଇଥିବା ନେଇ ଖବର ସାମ୍ନାକୁ ଆସିବା ପରେ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି । ମିଳିଥିବା ସୂଚନା ମୁତାବକ, ୧୨୦ ପରୀକ୍ଷାର୍ଥୀଙ୍କୁ ଆନ୍ଧ୍ରରୁ ଉଠାଇ ଆଣିଥିଲା ପୁଲିସ । ବ୍ରହ୍ମପୁରକୁ ଏହି ଛାତ୍ରମାନଙ୍କୁ ଆଣି ପୁଲିସ ପଚରାଉଚୁରା କରୁଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe